ଝାରସୁଗୁଡାରେ ବିଜେଡି ପ୍ରାର୍ଥୀ ଦୀପାଳି ଦାସ ଆଗୁଆ

ଭୁବନେଶ୍ୱର : ରାଜ୍ୟରେ ୭୦ଟି କେନ୍ଦ୍ରରେ ଚାଲିଛି ଭୋଟ୍ ଗଣତି । ପ୍ରଥମେ ପୋଷ୍ଟାଲ ବାଲାଟ ଭୋଟ ଗଣତି ଆରମ୍ଭ ହୋଇଥିଲା । ପୋଷ୍ଟାଲ ବାଲାଟ ଗଣତି ଶେଷ ପରେ ଇଭିଏମ ଗଣତି ଆରମ୍ଭ ହୋଇଛି । ପୋଷ୍ଟାଲ ବାଲାଟର ପ୍ରାରମ୍ଭିକ ଟ୍ରେଣ୍ଡ ଅନୁସାରେ ବିଜେଡି ଆଗରେ ରହିଛି । ପୁରୀ ଓ ସତ୍ୟବାଦୀ ପରେ ଝାରସୁଗୁଡା ବିଧାନସଭା କ୍ଷେତ୍ରରେ ବିଜେଡି ଆଗୁଆ ରହିଛି । ଝାରସୁଗୁଡା ବିଧାନସଭା ଆସନରେ ବିଜେଡି ବିଧାୟକ ପ୍ରାର୍ଥୀ ଦୀପାଳି ଦାସ ଆଗୁଆ ରହିଛନ୍ତି । ପୋଷ୍ଟାଲ ବାଲଟ ଗଣତିରେ ବିଜେଡି ପ୍ରାର୍ଥୀ ଆଗୁଆ ରହିଥିବା ଜଣାପଡିଛି । ୮୬୭ ଭୋଟରେ ଆଗରେ ଅଛନ୍ତି ବିଜେଡି ପ୍ରାର୍ଥୀ ଦୀପାଳି ଦାସ ।

2024 election countingdeepali das leading
Comments (0)
Add Comment
Close Bitnami banner
Bitnami
Close Bitnami banner
Bitnami