ନବୀନ ନିବାସରେ ବରିଷ୍ଠ ବିଜେଡି ନେତା :ସାଙ୍ଗଠନିକ କାର୍ଯ୍ୟକ୍ରମ ନେଇ ପ୍ରସ୍ତୁତ ହେଲା ରଣନୀତି

Above Post Content

ନବୀନ ନିବାସରେ ବରିଷ୍ଠ ବିଜେଡି ନେତା । ପ୍ରଦୀପ ଅମାତ, ପ୍ରଫୁଲ୍ଲ ମଲ୍ଲିକ, ଉଷା ଦେବୀ ନବୀନ ନିବାସରେ ବିଜେଡି ସୁପ୍ରିମୋଙ୍କୁ ସାକ୍ଷାତ କରିଛନ୍ତି । କିଛି ସମୟ ଧରି ନବୀନଙ୍କ ସହ ଆଲୋଚନା କରିଥିଲେ । ସାଂଗଠନିକ କାର୍ଯ୍ୟକ୍ରମ ନେଇ ଆଲୋଚନା ହୋଇଥିବା କହିଛନ୍ତି ପ୍ରଫୁଲ୍ଲ ମଲ୍ଲିକ ।

Middle post content

ସେହିପରି ବିଜେଡିର ଏଭଳି ବିପର୍ଯ୍ୟୟ ହେବ ବୋଲି ଆଶା କରିନଥିବା କହିଛନ୍ତି ଉଷା ଦେବୀ । ସରକାରରେ ବହୁଦିନଧରି ରହିଥିଲୁ, ବର୍ତ୍ତମାନ ରାଜ୍ୟରେ ସରକାର ପରିବର୍ତ୍ତନ ହୋଇଛି । ସେଥିପାଇଁ ବହୁତ କଷ୍ଟ ଲାଗୁଛି ବୋଲି ଗଣାମାଧ୍ୟମକୁ ନିଜର ପ୍ରତିକ୍ରିୟାରେ କହିଛନ୍ତି ଉଷା ଦେବୀ।

After 2nd paragraph post ads

ଲୋକଙ୍କ ସେବା କରିବାକୁ ବିଜେଡି ସୁପ୍ରିମୋ ପରାମର୍ଶ ଦେଇଛନ୍ତିଆମେ ବିରୋଧୀ ଦଳ ଭାବେ କାମ କରିବୁ ବୋଲି କହିଛନ୍ତି ବିଜେଡି ବରିଷ୍ଠ ନେତା ପ୍ରଫୁଲ୍ଲ ମଲ୍ଲିକ
ସେହିପରି ରଘୁନାଥ ମହାନ୍ତି ଓ ତାଙ୍କ ପୁଅ ରାଜାଶ୍ରୀ ମହାନ୍ତି ମଧ୍ୟ ନବୀନ ନିବାସରେ ପହଞ୍ଚିଛନ୍ତି ।

Below Post Content

Leave a Comment

Your email address will not be published. Required fields are marked *

RSS
Follow by Email
Scroll to Top
Close Bitnami banner
Bitnami