କୋର୍ଟରେ ହାଜର ହେଲେ ଅନୁଭବ

Above Post Content

କଟକ: ଅଭିନେତା ଅନୁଭବ ମହାନ୍ତି-ବର୍ଷା ବିବାଦ ମାମଲାରେ , ଗତକାଲି କଟକ ଜେଏମ୍‌ଏଫ୍‌ସି କୋର୍ଟରେ ଅନୁଭବ ମହାନ୍ତି ହାଜର ହେବାପରେ ଚାର୍ଜଫ୍ରେମ କରାଯାଇଛି । ଅନୁଭବ ଓ ତାଙ୍କର ଦୁଇ ସହଯୋଗୀଙ୍କ ନାଁରେ ଚାର୍ଜଫ୍ରେମ୍‌ ଦାଖଲ ହୋଇଛି । ବର୍ଷାଙ୍କୁ ନିର୍ଯାତନା ନେଇ ପୁରୀଘାଟ ଥାନାରେ ପୂର୍ବରୁ ମାମଲା ରୁଜୁ ହୋଇଥିଲା ।

 

Middle post content

ବର୍ଷାଙ୍କୁ ନିର୍ଯାତନା ମାମଲାରେ ଚାର୍ଜଫ୍ରେମ୍‌ ଲାଗି ପୂର୍ବରୁ ହାଜର ହୋଇନଥିଲେ ଅନୁଭବ । ହାଜର ନହେବାରୁ ଏନବିଡବ୍ଲୁ ଜାରି କରଥିଲେ ସ୍ବତନ୍ତ୍ର କୋର୍ଟ । ପରେ ଅନୁଭବଙ୍କ ଜାମିନ ବିହୀନ ପରଓ୍ବାନା (ଏନ୍‌ବିଡବ୍ଲ୍ୟୁ) ଉପରେ ରୋକ୍ ଲଗାଇଥିଲେ ହାଇକୋର୍ଟ ।

After 2nd paragraph post ads

ହାଇକୋର୍ଟଙ୍କ ନିର୍ଦ୍ଦେଶ ମୁତାବକ ଗତକାଲି ଅନୁଭବ ଏବଂ ତାଙ୍କ ଦୁଇ ସହଯୋଗୀ କୋର୍ଟରେ ହାଜର ହୋଇଛନ୍ତି

Below Post Content

Leave a Comment

Your email address will not be published. Required fields are marked *

RSS
Follow by Email
Scroll to Top
Close Bitnami banner
Bitnami