ମନ୍ମଥଙ୍କୁ ଭୋଟ ଦେବାକୁ ନିବେଦନ କଲେ ମୁଖ୍ୟମନ୍ତ୍ରୀ

Above Post Content

ଭୁବନେଶ୍ୱର : ୁବନେଶ୍ୱର ସାଂସଦ ପ୍ରାର୍ଥୀ ମନ୍ମଥ ରାଉତରାୟ ଜଣେ ସଫଳ ପାଇଲଟ୍ ଥିଲେ । ରାଜଧାନୀବାସୀଙ୍କ ସେବା କରିବା ପାଇଁ ପାଇଲଟ ଚାକିରି ଛାଡ଼ି ଭୁବନେଶ୍ୱର ମାଟିକୁ ଫେରିଆସିଛନ୍ତି । ଏବେ ରାଜନୀତିରେ ଯୁବପୀଢୀଙ୍କ ଯୋଗଦାନ ବହୁତ ବେଶୀ ରହିଛି । ମନ୍ମଥ ଏହି ଯୁବପୀଢିଙ୍କ ପାଇଁ ପ୍ରେରଣା ସାଜିଥିବାରୁ ମୁଁ ବହୁତ ଖୁସି । ତେଣୁ ମନ୍ମଥଙ୍କୁ ଭୋଟ ଦେବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କରିଛନ୍ତି ନିବେଦନ ।

Middle post content

ଅପରାଜିତାଙ୍କୁ ଟାର୍ଗେଟ କଲେ ନବୀନ

After 2nd paragraph post ads

ଆହୁରି ନାଁ ନ ନେଇ ଅପରାଜିତାଙ୍କୁ ଟାର୍ଗେଟ କରିଛନ୍ତି ମୁଖ୍ୟମନ୍ତ୍ରୀ । କହିଛନ୍ତି, ଗତ ୫ ବର୍ଷରେ ବିଜେପି ଏମପି କୈଣସି ବଡ଼ କାମ କରିନାହାନ୍ତି । ଏକାମ୍ର ଏବଂ ଲିଙ୍ଗରାଜ ମନ୍ଦିର ଉନ୍ନତିକରଣ କାମକୁ ବନ୍ଦ କରିବାକୁ ବାରମ୍ବାର ଚେଷ୍ଟା କରିଛନ୍ତି । ମନ୍ମଥ ଭୁବନେଶ୍ୱର ଲୋକଙ୍କ ଉନ୍ନତି ପାଇଁ ଦିନ ରାତି ମୋ କାମ କରିବେ । ଭୁବନେଶ୍ୱରକୁ ୱାଲ୍ଡ କ୍ଲାସ୍ ସିଟି ଭାବରେ ଗଢିବାରେ ମୋତେ ସହଯୋଗ କରିବେ । ସେଥିପାଇଁ ମନ୍ମଥଙ୍କୁ ଆଶୀର୍ବାଦ କରନ୍ତୁ ଏବଂ ଶଙ୍ଖ ଚିହ୍ନରେ ଭୋଟ ଦେବାକୁ ମୁଖ୍ୟମନ୍ତ୍ରୀ ନିବେଦନ କରିଛନ୍ତି ।

Below Post Content

Leave a Comment

Your email address will not be published. Required fields are marked *

RSS
Follow by Email
Scroll to Top
Close Bitnami banner
Bitnami