ସେବାୟତଙ୍କ ମଧ୍ୟରେ ବିବାଦ ଯୋଗୁଁ ବିଳମ୍ବହେଲା ମହାପ୍ରଭୁଙ୍କ ନୀତି

Above Post Content

ପୁରୀ : ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ନୀତି ବିଳମ୍ବ । ସେବାୟତଙ୍କ ଭିତରେ ବିବାଦ ପାଇଁ ବିଳମ୍ବରେ ଚାଲିଛି ନୀତି । ମଙ୍ଗଳବାର ଏକାଦଶୀରେ ମହାପ୍ରଭୁଙ୍କ ବିବାହ ନୀତି ହେବାକୁ ଥିବାବେଳେ ସେବାୟତଙ୍କ ମଧ୍ୟରେ ବିବାଦ ହୋଇଥିଲାଫଳରେ ୫ ଘଣ୍ଟା ବିଳମ୍ବ ହୋଇଥିଲା ଶ୍ରୀଜିଉଙ୍କ ନୀତିକାନ୍ତି ।
ଗତକାଲି ରାତି ସମୟରେ ପୂଜାପଣ୍ଡା ଏବଂ ସିଙ୍ଗାରୀ ସେବାୟତଙ୍କ ଭିତରେ ବିବାଦ ହୋଇଥିଲା । ଫଳରେ ମହାପ୍ରଭୁଙ୍କ ବିବାହ ପାଇଁ ଆବଶ୍ୟକ ନୀତି ହୋଇପାରିନଥିଲା । ଆଜି ସକାଳୁ ଏହି ନୀତି କରାଯାଉଛି । ଶ୍ରୀଜିଉଙ୍କ ନୀତିରେ ବିଶୃଙ୍ଖଳା ନେଇ ଅସନ୍ତୋଷ ପ୍ରକାଶ ପାଇଛି ।

Below Post Content

Leave a Comment

Your email address will not be published. Required fields are marked *

RSS
Follow by Email
Scroll to Top
Close Bitnami banner
Bitnami