କଣ୍ଟାବାଞ୍ଜିରେ ବିଜେଡି ପ୍ରାର୍ଥୀ ନବୀନ ପଟ୍ଟନାୟକ ଆଗୁଆ

Above Post Content

ଭୁବନେଶ୍ୱର : ମଙ୍ଗଳବାର ସକାଳୁ ଆରମ୍ଭ ହୋଇଛି ଭୋଟ୍ ଗଣତି । ଏବେ ଆସିବାରେ ଲାଗିଛି ପ୍ରାରମ୍ଭିକ ଟ୍ରେଣ୍ଡ । ରାଜ୍ୟରେ ୭୦ଟି କେନ୍ଦ୍ରରେ ଆରମ୍ଭ ହୋଇଛି ଭୋଟ୍ ଗଣତି । ପ୍ରଥମେ ପୋଷ୍ଟାଲ ବାଲାଟ ଭୋଟ ଗଣତି ଆରମ୍ଭ ହୋଇଛି । ପୋଷ୍ଟାଲ ବାଲାଟ ଗଣତି ଶେଷ ପରେ ଇଭିଏମ ଗଣତି ଆରମ୍ଭ ହୋଇଛି । ତେବେ ପ୍ରାରମ୍ଭିକ ଟ୍ରେଣ୍ଡ ଅନୁସାରେ କଣ୍ଟାବାଞ୍ଜିରେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଆଗରେ ରହିଛନ୍ତି । ଚଳିତ ନିର୍ବାଚନରେ ନବୀନ ପଟ୍ଟନାୟକ ୨ଟି ଆସନରେ ନିର୍ବାଚନ ଲଢ଼ୁଥିବାବେଳେ କଣ୍ଟାବାଞ୍ଜି ଆସନରେ ଆଗରେ ରହିଛନ୍ତି । ସେପଟେ ହିଞ୍ଜିଳିରେ ମଧ୍ୟ ନବୀନ ପଟ୍ଟନାୟକ ଆଗରେ ରହିଛନ୍ତି । ପୋଷ୍ଟାଲ ବାଲାଟ ଗଣତିରେ ବିଜେଡି ପ୍ରାର୍ଥୀ ନବୀନ ପଟ୍ଟନାୟକ ଆଗୁଆ ରହିଥିବା ଜଣାପଡିଛି ।

Below Post Content

Leave a Comment

Your email address will not be published. Required fields are marked *

RSS
Follow by Email
Scroll to Top
Close Bitnami banner
Bitnami