ଭଦ୍ରକରେ ନବୀନଙ୍କ ଜୋରଦାର ପ୍ରଚାର

Above Post Content

ଭୁବନେଶ୍ୱର: ଦେଶର ସପ୍ତମ ତଥା ଓଡ଼ିଶାର ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ପାଇଁ ଗୁରୁବାର ସନ୍ଧ୍ୟା ସୁଦ୍ଧା ଶେଷ ହେବ ପ୍ରଚାର । ଚତୁର୍ଥ ପର୍ଯ୍ୟାୟରେ ଓଡିଶାର ୬ ଲୋକସଭା ଆସନ ଓ ସେହି ସଂସଦୀୟ କ୍ଷେତ୍ର ଅଧିନରେ ଥିବା ୪୨ ବିଧନାସଭା ଆସନରେ ଜୁନ୍ ୧ ତାରିଖ ଶନିବାର ଦିନ ଭୋଟ ଗ୍ରହଣ ହେବ । ସେହିପରି ଦେଶର ୭ଟି ରାଜ୍ୟ ଓ ଗୋଟିଏ କେନ୍ଦ୍ର ଶାସିତ ଅଞ୍ଚଳର ୫୭ଟି ଲୋକସଭା ଆସନରେ ଭୋଟର ନିଜର ସାମ୍ବିଧାନିକ ମତଦାନ ଅଧିକାର ସାବ୍ୟସ୍ତ କରିବେ । ତେଣୁ ନିର୍ବାଚନ ପ୍ରଚାରର ଶେଷ ଦିନରେ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ବିଭିନ୍ନ ସ୍ଥାନରେ ମାରାଥନ ପ୍ରଚାର କରିବେ । ସେ ଭଦ୍ରକର ଚାନ୍ଦବାଲିରେ ବିଶାଳ ସଭାରେ ବିଜେଡି ପ୍ରାର୍ଥୀଙ୍କ ପାଇଁ ଭୋଟ ମାଗିବେ । ସେହିପରି ବିଜେଡି ନେତା ଭିକେ ପାଣ୍ଡିଆନ ବାଲେଶ୍ୱରରେ ପ୍ରଚାର କରିବାର କାର୍ଯ୍ୟକ୍ରମ ରହିଛି । ।

Below Post Content

Leave a Comment

Your email address will not be published. Required fields are marked *

RSS
Follow by Email
Scroll to Top
Close Bitnami banner
Bitnami