ଶେଷ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜି ସରୁଛି ପ୍ରଚାର

Above Post Content

ଭୁବନେଶ୍ୱର: ଦେଶରେ ଶେଷ ପର୍ଯ୍ୟାୟ ନିର୍ବାଚନ ତଥା ଓଡ଼ିଶାର ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ପାଇଁ ଗୁରୁବାର ସନ୍ଧ୍ୟାରେ ସରୁଛି ପ୍ରଚାର । ଆସନ୍ତା ଶନିବାର ୮ଟି ରାଜ୍ୟରେ ୫୭ ଲୋକସଭା ଆସନରେ ହେବ ମତଦାନ । ଓଡ଼ିଶାର ମୟୂରଭଞ୍ଜ, ଜଗତସିଂପୁର, ଭଦ୍ରକ, ବାଲେଶ୍ୱର, କେନ୍ଦ୍ରାପଡ଼ା ଓ ଯାଜପୁର ଆଦି ୬ଟି ଲୋକସଭା ଆସନରେ ଆସନ୍ତା ୧ରେ ମତଦାନ ହେବ । ଏହା ସହିତ ଏସବୁ ସଂସଦୀୟ କ୍ଷେତ୍ରର ୪୨ଟି ବିଧାନସଭା ଆସନରେ ମଧ୍ୟ ମତଦାନ ଅନୁଷ୍ଠିତ ହେବ । ଏନେଇ ରାଜ୍ୟରେ ବିଜେଡି, ବିଜେପି, କଂଗ୍ରେସ ସମେତ ସମସ୍ତ ପ୍ରମୁଖ ଦଳର ଷ୍ଟାର ପ୍ରଚାରକ ନେତାମାନେ ମାରାଥନ ପ୍ରଚାର ଜାରି ରଖିଛନ୍ତି ।

Below Post Content

Leave a Comment

Your email address will not be published. Required fields are marked *

RSS
Follow by Email
Scroll to Top
Close Bitnami banner
Bitnami