Browsing Tag

ବିଜେପି ହାଇକମାଣ୍ଡ

ଅଟଳ-ଆଡଭାନୀ ଯୁଗର ନେତାଙ୍କୁ ହଟାଇବାକୁ ଚାହୁଁଛନ୍ତି ବିଜେପି ହାଇକମାଣ୍ଡ, ୟେଦିୟୁରପ୍ପାଙ୍କ ପରେ ’ମାମା’ଙ୍କ ପାଳି ?

କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ ପଦରୁ ବି ଏସ ୟଦିୟୁରେପ୍ପା ସୋମବାର ଇସ୍ତଫା ଦେଇଛନ୍ତି । ଗତ ଦୁଇ ଦଶକ ଧରି ସେ କେବଳ କର୍ଣ୍ଣାଟକ ନୁହେଁ ପୁରା ଦକ୍ଷୀଣ ଭାରତରେ ଥିଲେ ବିଜେପିର ଚେହେରା । ରାଜ୍ୟ ରାଜନୀତି ଉପରେ ତାଙ୍କର କର୍ତ୍ତୁତ୍ୱ ଢେର ଥିଲା । ୨୦୨୩ରେ ରାଜ୍ୟରେ ନିର୍ବାଚନ ହେବାର ଅଛି ।
Read More...
Close Bitnami banner
Bitnami