ଉଦାହରଣ ସାଜିଛନ୍ତି ଲୌରା
ଆମେରିକାରେ ରହୁଛନ୍ତି, ଷଷ୍ଠ ଶ୍ରେଣୀରେ ପଢ଼ୁଛନ୍ତି । ହେଲେ ଭାରତ ତଥା ଓଡ଼ିଶାରେ କରୋନା ସ୍ଥିତିକୁ ନେଇ ତାଙ୍କ ମନରେ ଉଦ୍ବେଗ । ନିଜ ଉଦ୍ୟମରେ ଓଡ଼ିଶାକୁ ସହାୟତା ଦେବା ପାଇଁ ଘରକୁ ଘର ବୁଲି ବିକୁଛନ୍ତି ସ୍ନାକ୍ସ । ଭାରତୀୟ ବଜାରରେ ମିଳୁଥିବା ସ୍ନାକ୍ସର ସ୍ୱାଦ ଆମେରିକୀୟଙ୍କୁ ଦେବା ସହ!-->…
Read More...
Read More...