chinmayee, kinnar, transgender, gagan bihari das, funeral, corpse

ଶବର ଶେଷ ସାଥୀ ଚିନ୍ମୟୀ

କରୋନାର କରାଳ ରୂପ ଏତେ ଭୟାବହ ହେଲାଣି ଯେ ନିଜ ପ୍ରିୟଜନଙ୍କୁ ହରାଇବା ଏବେ ଏକ ସାଧାରଣ କଥା ପାଲଟିଛି । ପ୍ରିୟଜନଙ୍କୁ ହରାଇବାର କଷ୍ଟକୁ ବି ବଳିଯାଉଛି ଶବକୁ ଶେଷ ବିଦାୟ ନ ଦେଇ ପାରିବା । ଧର୍ମ ଓ ଶାସ୍ତ୍ରାନୁମୋଦିତ ଏହି ଶେଷ ଅର୍ଘ୍ୟକୁ ଠିକ୍ ଭାବେ ଅନୁପାଳନ ନ କରିପାରି ଏବେ ଶହ ଶହ ଲୋକ ମାନସିକ ଚିନ୍ତାରେ ଥିବା ବେଳେ ଶବର ଶେଷ ସାଥୀ ହେବାକୁ ସହଯୋଗର ହାତ ବଢ଼ାଇଛନ୍ତି କିନ୍ନର …

ଶବର ଶେଷ ସାଥୀ ଚିନ୍ମୟୀ Read More »