ସ୍କୁଟି ପାଇଁ ବିନା ସୁଧରେ ମିଳୁଛି ୧ ଲକ୍ଷ ଋଣ
ଭୁବନେଶ୍ୱର: ସଶକ୍ତିକରଣ ସାଙ୍ଗକୁ ଗମନାଗମନ ସୁବିଧା ପାଇଁ ମିଶନ ଶକ୍ତି ସ୍କୁଟର ଯୋଜନା ଅଣାଯାଇଛି । କମ୍ୟୁନିଟି ସପୋର୍ଟ ଷ୍ଟାଫ୍ ଏବଂ ଇସି ସଦସ୍ୟାମାନଙ୍କ ପାଇଁ ସ୍କୁଟିର ସହାୟତା ଯୋଗାଇ ଦିଆଯାଉଛି । ଏହି ଯୋଜନା ଅଧିନରେ ସ୍କୁଟି କ୍ରୟ ପାଇଁ ବ୍ୟାଙ୍କ ଋଣ ଉପରେ ସମ୍ପୂର୍ଣ୍ଣ ସୁଧ ରିହାତି ପ୍ରସ୍ତାବ ଦିଆଯାଇଛି । ଏଥିପାଇଁ ୨୦୨୩-୨୪ ଆର୍ôଥକ ବର୍ଷରେ ୫୦କୋଟି ଟଙ୍କା ବଜେଟ୍ ଆବଣ୍ଟନ କରାଯାଇଛି । ରାଜ୍ୟର ମିଶନ ଶକ୍ତି ମହିଳା ସ୍ୱୟଂ ସହାୟକ …