ପ୍ରାଣ ପ୍ରତିଷ୍ଠାର ୧୭ ଦିନ ପରେ ପୁଣି ଅଯୋଧ୍ୟାରେ ଅମିତାଭ

ମୁମ୍ବାଇ: ଜାନୁଆରୀ ୨୨ ତାରିଖରେ ଅଯୋଧ୍ୟାରେ ରାମଲଲାଙ୍କ ପ୍ରାଣ ପ୍ରତିଷ୍ଠା କରାଯାଇଥିଲା । ବଡ଼ ବଡ଼ ସେଲିବ୍ରିଟିଙ୍କଠାରୁ ଆରମ୍ଭ କରି ଖେଳାଳି,ବ୍ୟବସାୟୀଙ୍କ ସମେତ ବିଶିଷ୍ଟ ବ୍ୟକ୍ତିମାନେ ନିମନ୍ତ୍ରିତ ହୋଇ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ । ସେମାନଙ୍କ ମଧ୍ୟରୁ ଜଣେ ଥିଲେ ବଲିଉଡ଼ର ଭେଟେରାନ ଅଭିନେତା ଅମିତାଭ ବଚ୍ଚନ । ଏବେ ପ୍ରାଣ ପ୍ରତିଷ୍ଠାର ୧୭ ଦିନ ପରେ ପୁଣିଥରେ ଅମିତାଭ ଅଯୋଧ୍ୟାରେ ପହଞ୍ଚି ରାମଲଲାଙ୍କ ଦର୍ଶନ କରିଛନ୍ତି । ଅମିତାଭଙ୍କ ଫଟୋ ଏବେ ସୋସିଆଲ ମିଡ଼ିଆରେ ଭାଇରାଲ …

ପ୍ରାଣ ପ୍ରତିଷ୍ଠାର ୧୭ ଦିନ ପରେ ପୁଣି ଅଯୋଧ୍ୟାରେ ଅମିତାଭ Read More »