ବଢ଼ିଲା ୨ ହଜାର ଟଙ୍କିଆ ନୋଟ୍‌ର ବଦଳ ଅବଧି, ଅକ୍ଟୋବର ୭ ପର୍ଯ୍ୟନ୍ତ ବୃଦ୍ଧି

ନୂଆଦିଲ୍ଲୀ: ୨ ହଜାର ଟଙ୍କିଆ ନୋଟ୍‌ର ଡିପୋଜିଟ୍ ଓ ଏକ୍ସଚେଞ୍ଜର ଅବଧି ବଢ଼ିଲା । ଅକ୍ଟୋବର ୭ ପର୍ଯ୍ୟନ୍ତ ବୃଦ୍ଧି କଲେ ରିଜର୍ଭ ବ୍ୟାଙ୍କ୍ ଅଫ୍ ଇଣ୍ଡିଆ । ୨ ହଜାର ଟଙ୍କିଆ ନୋଟ୍‌ର ବଦଳି ଅବଧି ଆଜି ଶେଷ ହେଉଥିଲା । କିନ୍ତୁ ଏବେ ବି ବହୁ ୨ ହଜାର ଟଙ୍କିଆ ନୋଟ୍ ବଜାରରେ ଉପଲବ୍ଧ ରହିଛି, ତେଣୁ ବହୁ ସମୀକ୍ଷା କରିବା ପରେ ଏହି ଅବଧିକୁ ଅକ୍ଟୋବର ୭ ପର୍ଯ୍ୟନ୍ତ ବୃଦ୍ଧି କରିଛନ୍ତି ରିଜର୍ଭ …

ବଢ଼ିଲା ୨ ହଜାର ଟଙ୍କିଆ ନୋଟ୍‌ର ବଦଳ ଅବଧି, ଅକ୍ଟୋବର ୭ ପର୍ଯ୍ୟନ୍ତ ବୃଦ୍ଧି Read More »