ଦଶମ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ଲାଗି ପ୍ରସ୍ତୁତ ହେଲା ନମୁନା ପ୍ରଶ୍ନପତ୍ର

ଭୁବନେଶ୍ୱର: ମାଟ୍ରିକ ପରୀକ୍ଷାର୍ଥୀଙ୍କ ପାଇଁ ଖୁସି ଖବର । ଏଣିକି ସହଜ ହେବ ମାଟ୍ରିକ ପରୀକ୍ଷା । ୨୦୨୪ ମାଟ୍ରିକ୍ ପରୀକ୍ଷା ଦେବାକୁ ଥିବା ଛାତ୍ରଛାତ୍ରୀଙ୍କ ପାଇଁ ଗଣଶିକ୍ଷା ବିଭାଗ ପକ୍ଷରୁ ନମୁନା ପ୍ରଶ୍ନପତ୍ର ପ୍ରସ୍ତୁତ କରାଯାଇଛି । ଏହି ପ୍ରଶ୍ନପତ୍ର ଅନୁଯାୟୀ ଦଶମ ଶ୍ରେଣୀ ଛାତ୍ରଛାତ୍ରୀ ଆଗକୁ ଦେବାକୁ ଥିବା ବୋର୍ଡ ପରୀକ୍ଷା ପାଇଁ ନିଜକୁ ପ୍ରସ୍ତୁତ କରିବେ । ଜିଲ୍ଲା ଶିକ୍ଷା ଅଧିକାରୀମାନେ ପ୍ରଶ୍ନପତ୍ରଗୁଡ଼ିକୁ ହାଇସ୍କୁଲର ପ୍ରଧାନଶିକ୍ଷକମାନଙ୍କୁ ପଠାଇବା ସହ ସମସ୍ତ ପିଲାଙ୍କ ବଣ୍ଟନ …

ଦଶମ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ଲାଗି ପ୍ରସ୍ତୁତ ହେଲା ନମୁନା ପ୍ରଶ୍ନପତ୍ର Read More »