୫ଟି ଅଧ୍ୟକ୍ଷଙ୍କୁ ଭେଟିଲେ ନବ ଗଠିତ ମ୍ୟୁନିସିପାଲିଟି, ବିଜ୍ଞାପିତ ଅଞ୍ଚଳ ପରିଷଦର ଲୋକେ

ଭୁବନେଶ୍ୱର : ରାଜ୍ୟର ୨ଟି ନବ ଗଠିତ ମ୍ୟୁନିସିପାଲିଟି, ୮ଟି ବିଜ୍ଞପିତ ଅଞ୍ଚଳ ପରିଷଦର ଜନସାଧାରଣ ଓ ୪ଟି ବିଭିନ୍ନ ସଂଗଠନର କର୍ମକର୍ତ୍ତାମାନେ ନବୀନ ନିବାସଠାରେ ୫-ଟି ତଥା ନବୀନ ଓଡିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନଙ୍କୁ ଭେଟି ଧନ୍ୟବାଦ ଅର୍ପଣ କରିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି ପାଇଁ ସେମାନେ କୃତଜ୍ଞତା ପ୍ରକାଶ କରିଥିଲେ । ଓଡ଼ିଶାର ବିକାଶ ପାଇଁ ଦିନରାତି କାମ କରୁଛନ୍ତି ମୁଖ୍ୟମନ୍ତ୍ରୀ ୫-ଟି ଅଧ୍ୟକ୍ଷ ସେମାନଙ୍କୁ ଧନ୍ୟବାଦ ଦେଇ କହିଥିଲେ ଯେ ମୁଖ୍ୟମନ୍ତ୍ରୀ ଓଡିଶାର …

୫ଟି ଅଧ୍ୟକ୍ଷଙ୍କୁ ଭେଟିଲେ ନବ ଗଠିତ ମ୍ୟୁନିସିପାଲିଟି, ବିଜ୍ଞାପିତ ଅଞ୍ଚଳ ପରିଷଦର ଲୋକେ Read More »