୫ ବିଶିଷ୍ଟ ବ୍ୟକ୍ତିଙ୍କୁ ମିଳିଲା ଭାରତ ରତ୍ନ ସମ୍ମାନ
ନୂଆଦିଲ୍ଲୀ : ପାଞ୍ଚ ବିଶିଷ୍ଟ ବ୍ୟକ୍ତିଙ୍କୁ ଭାରତ ରତ୍ନ ସମ୍ମାନରେ ସମ୍ମାନିତ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଚଳିତ ଥର ପାଞ୍ଚ ଜଣ ବିଶିଷ୍ଟ ବ୍ୟକ୍ତିଙ୍କୁ ଦେଶର ସର୍ବୋଚ୍ଚ ବେସାମରିକ ସମ୍ମାନ ପ୍ରଦାନ କରାଯାଇଛି । ପୂର୍ବତନ ପ୍ରଧାନମନ୍ତ୍ରୀ ପିଭି ନରସିହ୍ମା ରାଓ, ଚୌଧୁରୀ ଚରଣ ସିଂହ, ସବୁଜ ବିପ୍ଲବର ଜନକ ଏମଏସ ସ୍ୱାମୀନାଥନ ଏବଂ ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ କର୍ପୁରୀ ଠାକୁରଙ୍କୁ ମରଣୋତ୍ତର ଭାବେ ଭାରତ ରତ୍ନ ପ୍ରଦାନ କରାଯାଇଛି । ଅସୁସ୍ଥ ଥିବାରୁ …