ରାଜ୍ୟରେ ପ୍ରତିଷ୍ଠା ହେବ ୫୪ ଆରଟିଓ କ୍ୟାମ୍ପ୍ ଅଫିସ୍
ଭୁବନେଶ୍ୱର : ରାଜ୍ୟରେ ପ୍ରତିଷ୍ଠା ହେବ ୫୪ ଆରଟିଓ କ୍ୟାମ୍ପ୍ ଅଫିସ । ଆରଟିଓ ଭଳି କ୍ୟାମ୍ପ୍ ଅଫିସ୍ରେ ପରିବହନ ସମ୍ପର୍କିତ ସେବା ଉପଲବ୍ଧ ହେବ । ଫଳରେ ଜିଲ୍ଲା ମୁଖ୍ୟାଳୟ କିମ୍ବା ଆରଟିଓ କାର୍ଯ୍ୟାଳୟଠାରୁ ଦୂରରେ ରହୁଥିବା ଲୋକେ ସମସ୍ୟା ଭୋଗିବେ ନାହିଁ । ସେମାନଙ୍କ ଘର ପାଖରେ ଖୋଲିବ ଆରଟିଓ କ୍ୟାମ୍ପ୍ ଅଫିସ । ରାଜ୍ୟର ବିଭିନ୍ନ ଜିଲ୍ଲାରେ ଥିବା ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ (ଆରଟିଓ) ଅଧୀନରେ ସମୁଦାୟ ୫୪ଟି କ୍ୟାମ୍ପ୍ ଅଫିସ୍ ଖୋଲାଯିବ …