ନାଁ ନ ନେଇ ଧର୍ମେନ୍ଦ୍ରଙ୍କ ମୁଖା ଖୋଲିଲେ ପାଣ୍ଡିଆନ
ଭୁବନେଶ୍ୱର: କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ନାଁ ନନେଇ ଟାର୍ଗେଟ କରିଛନ୍ତି ବିଜେଡି ନେତା ତଥା ‘ନବୀନ ଓଡ଼ିଶା’ ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ । ବୁର୍ଲାରେ ଅନୁଷ୍ଠିତ ବିଜୁ ଶ୍ରମିକ ସାମ୍ମୁଖ୍ୟ କନ୍ଭେନସନରେ ଆଭାସୀ ମାଧ୍ୟମରେ ଯୋଗ ଦେଇ ବିଏସ୍କେୱାଇ ପରି ଜନକଲ୍ୟାଣକାରୀ କାର୍ଯ୍ୟକ୍ରମକୁ ବନ୍ଦ କରିବାକୁ କେନ୍ଦ୍ରମନ୍ତ୍ରୀ ଷଡ଼ଯନ୍ତ୍ର କରୁଛନ୍ତି ବୋଲି ଶ୍ରୀ ପାଣ୍ଡିଆନ ଅଭିଯୋଗ କରିଛନ୍ତି । ଶ୍ରୀ ପାଣ୍ଡିଆନ କହିଛନ୍ତି ଯେ, ରାଜ୍ୟର ସାଧାରଣ ଲୋକଙ୍କ ପ୍ରସ୍ତାବ ଆଧାରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବହୁ …