Afghanistan president

afghanistan, taliban, afghan govt surrenders, taliban war, ashraf ghani, rising odisha

ତାଲିବାନ ଆଗରେ ସରକାରର ଆତ୍ମସମର୍ପଣ, ଲୋକ କହୁଛନ୍ତି ସରକାର ଆମକୁ ବିକ୍ରି କରିଦେଲେ

ଆଫଗାନିସ୍ତାନର ଦୁଇଟି ବଡ ସହର କାନ୍ଦାହାର ଓ ହେରାତ ଉପରେ ତାଲିବାନର ସମ୍ପୂର୍ଣ୍ଣ ନିୟନ୍ତ୍ରଣ ଆସି ସାରିଛି । ଏଣେ ହୁଏତ ଆପଣ ଏହି ରିପୋର୍ଟ ପଢିବା ବେଳକୁ ରାଜଧାନୀ କାବୁଲ ଉପରେ ତାଲିବାନର କବଜା ହୋଇ ସାରିଥିବ । କାରଣ ତାଲିବାନ କାବୁଲର ଦୁଆର ମୁହଁରେ ପହଞ୍ଚି ସାରିଥିବା ବେଳେ ରାଷ୍ଟ୍ରପତି ଅଶରଫ ଗନି ପରିବାର ସହିତ ଦେଶ ଛାଡିବାକୁ ପ୍ରସ୍ତୁତ ହେଲେଣି ବୋଲି ଶୁଣିବାକୁ ମିଳୁଛି । କାବୁଲ ଜନତା ତାଲିବାନ ଡରରେ ଥରହର …

ତାଲିବାନ ଆଗରେ ସରକାରର ଆତ୍ମସମର୍ପଣ, ଲୋକ କହୁଛନ୍ତି ସରକାର ଆମକୁ ବିକ୍ରି କରିଦେଲେ Read More »

taliban, afghanistan, taliban terrorists, afghan girls and womens, sex slaves, capturing afghan womens, ashraf ghani, sharia law, afghanistan taliban, rising odisha

ଆଫଗାନସ୍ଥାନୀ ମହିଳାଙ୍କୁ ‘ଯୌନଦାସୀ’ କରୁଛି ତାଲିବାନ, ବଳପୂର୍ବକ ଘରୁ ହେଉଛି ଅପହରଣ

ତାଲିବାନ୍ ଧିରେ ଧିରେ ଆଫଗାନିସ୍ତାନ ଉପରେ ନିଜ କବଜା ମଜବୁତ କରିବାରେ ଲାଗିଛି । ଆମେରିକା ହାତ ଛାଡିବା ପରେ ଏବେ ତାଲିବାନ ଦେଶର ବଡ ଭୂଭାଗ ଉପରେ ନିଜ କବଜା ଜମାଇ ସାରିଲାଣି । ଏହାରି ଭିତରେ ଏମିତି ଖବର ଆସୁଛି ଯାହା ଦୁନିଆକୁ ବିବ୍ରତ କରୁଛି । କୁହାଯାଉଛି ଯେ, ତାଲିବାନ ଆଫଗାନୀ ଯୁବତୀ, ମହିଳାଙ୍କୁ ଯୌନଦାସୀ କରୁଛି । ମିଡିଆ ରିପୋର୍ଟ ଅନୁସାରେ ତାଲିବାନ ଆଫଗାନସ୍ଥାନୀ ଯୁବତୀ, ମହିଳାଙ୍କୁ ସେକ୍ସ ସ୍ଲେଭ୍ ବା …

ଆଫଗାନସ୍ଥାନୀ ମହିଳାଙ୍କୁ ‘ଯୌନଦାସୀ’ କରୁଛି ତାଲିବାନ, ବଳପୂର୍ବକ ଘରୁ ହେଉଛି ଅପହରଣ Read More »

Rise of Taliban 2.0, taliban, afghanistan, taliban ressurgence, rising odisha

ତାଲିବାନର ପୁନଃଉତ୍ଥାନ ଭାରତ ପାଇଁ କାହିଁକି ଶୁଭଙ୍କର ନୁହେଁ ?

ଜଣେ ରାଷ୍ଟ୍ରପତିଙ୍କୁ ପିଟିପିଟି ହତ୍ୟା କରି ଟ୍ରାଫିକ ପୋଷ୍ଟରେ ଶବକୁ ଝୁଲାଇଥିବା ‘ବିଦ୍ୟାର୍ଥୀ’ଙ୍କ ଦଳ ପୁଣି ଶାସନକୁ ଫେରୁଛି ଆଫଗାନିସ୍ତାନରୁ ଆମେରିକା ସେନା ଫେରିବା ଦିନ ପାଖେଇ ଆସିବା ସହିତ ସେଠାରେ ତାଲିବାନ କ୍ଷମତା ଦଖଲର ନିକଟତର ହେବାରେ ଲାଗିଛି । ତାଲିବାନ ଗତ କେଇ ସପ୍ତାହ ମଧ୍ୟରେ ୧୦ ଜିଲ୍ଲାର ମୁଖ୍ୟାଳୟ ଉପରେ କବଜା ଜମାଇ ସାରିଲାଣି । ସବୁଠୁ ବଡ କଥା ହେଉଛି ଏଥିପାଇଁ ତାଲିବାନକୁ ବିଶେଷ କିଛି କଷ୍ଟ କରିବାକୁ ପଡିନାହିଁ । …

ତାଲିବାନର ପୁନଃଉତ୍ଥାନ ଭାରତ ପାଇଁ କାହିଁକି ଶୁଭଙ୍କର ନୁହେଁ ? Read More »

Scroll to Top
Close Bitnami banner
Bitnami