ANM didi, Anganwadi didi, asha karmi, asha didi, sarojini kuanr, sonepur district

ଦୁର୍ଗମ ଅଂଚଳର ସାଥୀ ସରୋଜିନୀ

ସୋନପୁର ଜିଲ୍ଲା ଉଲୁଣ୍ଡା ବ୍ଲକ୍ ଜଉଁରାଭଉଁରା ପଂଚାୟତର ଏଏନ୍‌ଏମ୍ ଦିଦି ସରୋଜିନୀ କୁଅଁର । ଏ ପଂଚାୟତର ଅଧିକାଂଶ ଗାଁ ଜଙ୍ଗଲ ଅଂଚଳରେ । ଚାଲିଚାଲି ଯିବାକୁ ପଡ଼େ । ତଥାପି ସେ ଦିନେ ଥକିନାହାନ୍ତି । ଏମିତି ଦିନ ନାହିଁ ଯେଉଁଦିନ ସେ ଲୋକଙ୍କ ସ୍ୱାସ୍ଥ୍ୟ କଥା ବୁଝିବାକୁ ସେ ଗାଁକୁ ଯାଇନାହାନ୍ତି । ଏବେ କରୋନା ସମୟରେ ତାଙ୍କର ଦାୟିତ୍ୱ ଆହୁରି ବଢ଼ିଯାଇଛି । ଏ ଦୁର୍ଗମ ଅଂଚଳରେ ଲୋକଙ୍କ ସାଥୀ ପାଲଟିଯାଇଛନ୍ତି ସରୋଜିନୀ …

ଦୁର୍ଗମ ଅଂଚଳର ସାଥୀ ସରୋଜିନୀ Read More »