cyclone

ଗଭୀର ଅବପାତରେ ପରିଣତ ହେଲା ଲଘୁଚାପ, ପ୍ରଭାବିତ ହେବ ଉପକୂଳ ଓଡ଼ିଶା

ଭୁବନେଶ୍ୱର: ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଗଭୀର ଅବପାତରେ ପରିଣତ ହେଲା ଲଘୁଚାପ । ଗତ ୬ ଘଣ୍ଟାଧରି ୧୮କିଲୋମିଟର ବେଗରେ ଗତି କରୁଛି ଅବପାତ । ପାରାଦୀପର ଦକ୍ଷିଣରେ ୩୮୦କିମି ଦୂରରେ ଏହାର ଅବସ୍ଥିତି ରହିଛି । ଉତ୍ତର ଓ ଉତ୍ତର-ପୂର୍ବ ଦିଗରେ ଗତି କରି ନେଇପାରେ ବାତ୍ୟାର ରୂପ । ବାତ୍ୟାର ନାଁ ରହିବ ମିଢିଲି । ଏହାର ନାମକରଣ କରିଛି ମାଲଦୀପ । ବାଂଲାଦେଶରେ ବାତ୍ୟା ସ୍ଥଳଭାଗ ଅତିକ୍ରମ କରିବା ସମ୍ଭାବନା ରହିଛି । …

ଗଭୀର ଅବପାତରେ ପରିଣତ ହେଲା ଲଘୁଚାପ, ପ୍ରଭାବିତ ହେବ ଉପକୂଳ ଓଡ଼ିଶା Read More »

cyclone odisha, jawad, cyclone storm, cyclone jawad, odisha coastal, winter season, rising odisha

ବହୁତ ବର୍ଷ ପରେ ଡିସେମ୍ବର ମାସରେ ଓଡ଼ିଶା ଉପକୂଳରେ ମାଡ଼ ହେବ ବାତ୍ୟା, ଜାଣନ୍ତୁ ଶେଷଥର ପାଇଁ କେବେ ଶୀତରେ ଆସିଥିଲା ବାତ୍ୟା..

ଅକ୍ଟୋବର ମାସ ଓଡ଼ିଶାକୁ ଡରାଏ । କାରଣ ଏହି ମାସରେ ଆସିଥିଲା ଓଡ଼ିଶା ଇତିହାସର ସବୁଠାରୁ ବଡ ବାତ୍ୟା । ଯାହା ଇତିହାସରେ ସୁପର ସାଇକ୍ଲୋନ୍ ନାମରେ ପରିଚିତ । ଅକ୍ଟୋବର ମାସ ବା କାର୍ତ୍ତିକ ମାସକୁ ବାତ୍ୟାର ମାସ ବୋଲି କୁହାଯାଏ । କିନ୍ତୁ ମଝିରେ ମଝିରେ ନିର୍ଘାତ ଖରାଦିନେ ବି ବାତ୍ୟା ଆସିଛି । ଓଡ଼ିଶାର ଉପକୂଳକୁ ଛିନ୍ନଭିନ୍ନ କରିଛି । ଯେମିତି ମେ’ ମାସରେ ଆସିଥିବା ବାତ୍ୟା ଫନି । କିନ୍ତୁ ହୁଏତ …

ବହୁତ ବର୍ଷ ପରେ ଡିସେମ୍ବର ମାସରେ ଓଡ଼ିଶା ଉପକୂଳରେ ମାଡ଼ ହେବ ବାତ୍ୟା, ଜାଣନ୍ତୁ ଶେଷଥର ପାଇଁ କେବେ ଶୀତରେ ଆସିଥିଲା ବାତ୍ୟା.. Read More »

super cyclone 1999, cyclone, odisha, disaster management, naveen patnaik, odisha cm, phailin, yaas, gulaab, titli, amphan, flood, drought in odisha, rising odisha

୧୯୯୯ ମହାବାତ୍ୟାରୁ ବିପର୍ଯ୍ୟୟ ମୁକାବିଲାର ‘ମଡେଲ୍‍’ ସାଜିଛି ଓଡ଼ିଶା

୧୯୯୯ ମହାବାତ୍ୟାକୁ ପୁରିଛି ୨୨ ବର୍ଷ। ୧୯୯୯ ମସିହା ଆଜିର ଦିନରେ ଓଡ଼ିଶା ଦେ‌ଖିଥିଲା ପ୍ରକୃତିର କରାଳ ରୂପ। ପ୍ରକୃତି ରଚିଥିଲା ତା’ର ମହାତାଣ୍ଡବ। ନିମିଷକେ କରିଦେଇଥିଲା ସବୁ କିଛି ଛାରଖାର। ପ୍ରକୃତି କେତେ ଯେ ଭୟଙ୍କର ହୋଇପାରେ ତାହା ଦେଖାଇ ଦେଇ‌ଥିଲା ୧୯୯୯ ମହାବାତ୍ୟା। ୨୨ ବର୍ଷ ପରେ ମଧ୍ୟ ସେ କାଳ ରାତିର ପ୍ରଳୟଙ୍କରୀ ଦୃଶ୍ୟ ଆଜି ବି ମନେ ପଡିଲେ ଶୀହରି ଉଠେ ଦେହ। ଆଖି ଆଗକୁ ଚାଲି ଆସେ ସେ ସମୟର …

୧୯୯୯ ମହାବାତ୍ୟାରୁ ବିପର୍ଯ୍ୟୟ ମୁକାବିଲାର ‘ମଡେଲ୍‍’ ସାଜିଛି ଓଡ଼ିଶା Read More »

Scroll to Top
Close Bitnami banner
Bitnami