ରାଜଧାନୀରେ ଭୟଙ୍କର ଅଗ୍ନିକାଣ୍ଡ

ଭୁବନେଶ୍ୱର : ପଟିଆଛକରେ ଏକ ଆପାର୍ଟମେଣ୍ଟର ଅଷ୍ଟମ ମହଲାରେ ଭୟଙ୍କର ଅଗ୍ନିକାଣ୍ଡ ଘଟିବା ଖବର ସାମ୍ନାକୁ ଆସିଛି । ଆପାର୍ଟମେଣ୍ଟର ଅଷ୍ଟମ ମହଲାରେ ଏହି ଅଗ୍ନିକାଣ୍ଡ ଘଟିଛି । ନିଆଁ ଲାଗିବାର କାରଣ ଅସ୍ପଷ୍ଟ ରହିଛି । ଖବର ପାଇ ଅଗ୍ନିଶମ ବାହିନୀ କର୍ମଚାରୀ ପହଞ୍ଚି ନିଆଁ ଲିଭା କାର୍ଯ୍ୟରେ ନିୟୋଜିତ ଅଛନ୍ତି । ଏଥିରେ କେହି ଆହତ ହୋଇନଥିବା ଜଣାପଡିଛି । ନିଆଁ ଲାଗିବା ପରେ ଆପାର୍ଟମେଣ୍ଟ ବାସିନ୍ଦା ଅଗ୍ନିଶମବାହିନୀକୁ ଡାକିଥିଲେ । ଏହାପରେ ଘଟଣାସ୍ଥଳରେ …

ରାଜଧାନୀରେ ଭୟଙ୍କର ଅଗ୍ନିକାଣ୍ଡ Read More »