heatwave

ପୁଣି କଲବଲ କରିବ ଗରମ ଓ ଗୁଳୁଗୁଳି

ଆଜି ବି କଲବଲ କରିବ ଗରମ ଓ ଗୁଳୁଗୁଳି । ଉପକୂଳ ଜିଲ୍ଲାକୁ ଚେତାବନୀ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ବାଲେଶ୍ୱର , ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, କଟକ, ନୟାଗଡ଼ ଓ ଯାଜପୁର ଜିଲ୍ଲାକୁ ଗରମ ଓ ଗୁଳୁଗୁଳି ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଆଜିଠୁ ୨୩ ପର୍ଯ୍ୟନ୍ତ ବିଭିନ୍ନ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସହ ଘଡ଼ଘଡ଼ି ପାଇଁ ମଧ୍ୟ ଚେତାବନୀ ଜାରି କରାଯାଇଛି। …

ପୁଣି କଲବଲ କରିବ ଗରମ ଓ ଗୁଳୁଗୁଳି Read More »

ଦିନ ୧୧ଟାରୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ କାମ କରିବେନି ଶ୍ରମିକ

ଭୁବନେଶ୍ୱର: ଦିନକୁ ଦିନ ଗ୍ରୀଷ୍ମ ପ୍ରବାହ ବୃଦ୍ଧି ପାଉଛି । ସକାଳ ୮ଟାରୁ ଘରୁ ବାହାରିବା କଷ୍ଟକର ହୋଇପଡ଼ୁଛି । ପ୍ରବଳ ଖରାଯୋଗୁ ପୂର୍ବାହ୍ନ ୧୦ଟା ପରେ ରାସ୍ତାଘାଟ ଶୂନ୍‌ଶାନ ହୋଇଯାଉଛି । ଫଳରେ ଲୋକେ ଡ଼ହଳ ବିକଳ ହେଉଛନ୍ତି । ଆଗାମୀ ୫ଦିନ ଯାଏ ତାପମାତ୍ରା ୪ରୁ ୫ ଡିଗ୍ରୀ ଯାଏ ବଢିବ । ତେଣୁ ପ୍ରବଳ ଖରାକୁ ଦୃଷ୍ଟରେ ରଖି ଦିନ ୧୧ଟାରୁ ୩ଟା ପର୍ଯ୍ୟନ୍ତ କାମ କରିବେନି ଶ୍ରମିକ । ଶ୍ରମିକଙ୍କୁ ଏହି …

ଦିନ ୧୧ଟାରୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ କାମ କରିବେନି ଶ୍ରମିକ Read More »

RSS
Follow by Email
Scroll to Top
Close Bitnami banner
Bitnami