ପୁଣି କଲବଲ କରିବ ଗରମ ଓ ଗୁଳୁଗୁଳି

ଆଜି ବି କଲବଲ କରିବ ଗରମ ଓ ଗୁଳୁଗୁଳି । ଉପକୂଳ ଜିଲ୍ଲାକୁ ଚେତାବନୀ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ବାଲେଶ୍ୱର , ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, କଟକ, ନୟାଗଡ଼ ଓ ଯାଜପୁର ଜିଲ୍ଲାକୁ ଗରମ ଓ ଗୁଳୁଗୁଳି ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଆଜିଠୁ ୨୩ ପର୍ଯ୍ୟନ୍ତ ବିଭିନ୍ନ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସହ ଘଡ଼ଘଡ଼ି ପାଇଁ ମଧ୍ୟ ଚେତାବନୀ ଜାରି କରାଯାଇଛି। …

ପୁଣି କଲବଲ କରିବ ଗରମ ଓ ଗୁଳୁଗୁଳି Read More »