ସ୍ୱାମୀଙ୍କୁ ଅପମାନିତ କଲେ ସ୍ତ୍ରୀଙ୍କୁ ଦିଆଯାଇପାରିବ ଛାଡପତ୍ର

ନୂଆଦିଲ୍ଲୀ : ସ୍ୱାମୀଙ୍କୁ ସର୍ବସାଧାରଣରେ ହଇରାଣ କରିବା, ଅପମାନିତ କରିବା ଏବଂ ତାଙ୍କୁ ମାଇଚିଆ ବୋଲି କହିବା ଅତ୍ୟଧିକ ନିଷ୍ଠୁର କାର୍ଯ୍ୟ । ତେଣୁ ସ୍ୱାମୀ ଚାହିଁଲେ ସ୍ତ୍ରୀଙ୍କୁ ଛାଡ଼ପତ୍ର ଦେଇପାରିବେ ବୋଲି ଦିଲ୍ଲୀ ହାଇକୋର୍ଟ କହିଛନ୍ତି । ସ୍ତ୍ରୀଙ୍କ ବ୍ୟବହାରରେ କ୍ରୁରତା କାରଣରୁ ଏକ ବିବାହିତ ଦମ୍ପତିଙ୍କ ଛାଡ଼ପତ୍ର ଆବେଦନକୁ ସମର୍ଥନ କରି ଏହାକୁ ଅନୁମତି ଦେଇଛନ୍ତି । ଜଷ୍ଟିସ ସୁରେଶ କୁମାର କୈତ ଏବଂ ନୀନା ବଂସଲ କୃଷ୍ଣଙ୍କ ଏକ ଡିଭିଜନ ବେଞ୍ଚ କହିଛନ୍ତି …

ସ୍ୱାମୀଙ୍କୁ ଅପମାନିତ କଲେ ସ୍ତ୍ରୀଙ୍କୁ ଦିଆଯାଇପାରିବ ଛାଡପତ୍ର Read More »