Browsing Tag

Jaish-e-Mohammed

CRS : ପାକିସ୍ତାନରେ ୧୨ ସକ୍ରୀୟ ଆତଙ୍କବାଦୀ ସଂଗଠନ, ୫ଙ୍କ ନିଶାନାରେ ଭାରତ

କ୍ୱାଡ୍ ଶିଖର ସମ୍ମିଳନୀ ପୂର୍ବରୁ ଆମେରିକା କଂଗ୍ରସର ଏକ ରିପୋର୍ଟ (ସିଆରଏସ)ରେ ସେଠାରେ ସକ୍ରୀୟ ଥିବା ଆତଙ୍କବାଦୀ ସଂଗଠନଙ୍କୁ ୫ ଭାଗରେ ବିଭକ୍ତ କରିଛି । ଗୋଟିଏ ଶ୍ରେଣୀର ଆତଙ୍କବାଦୀ ସଂଗଠନଙ୍କ ମଧ୍ୟରେ ସମଗ୍ର ବିଶ୍ୱକୁ ଟାର୍ଗେଟ କରୁଥିବା ସଂଗଠନ ରହିଛନ୍ତି । ଦ୍ୱିତୀୟ ଶ୍ରେଣୀରେ ଭାରତକୁ
Read More...

ତାଲିବାନର ପୁନଃଉତ୍ଥାନ ଭାରତ ପାଇଁ କାହିଁକି ଶୁଭଙ୍କର ନୁହେଁ ?

ଜଣେ ରାଷ୍ଟ୍ରପତିଙ୍କୁ ପିଟିପିଟି ହତ୍ୟା କରି ଟ୍ରାଫିକ ପୋଷ୍ଟରେ ଶବକୁ ଝୁଲାଇଥିବା ‘ବିଦ୍ୟାର୍ଥୀ’ଙ୍କ ଦଳ ପୁଣି ଶାସନକୁ ଫେରୁଛି ଆଫଗାନିସ୍ତାନରୁ ଆମେରିକା ସେନା ଫେରିବା ଦିନ ପାଖେଇ ଆସିବା ସହିତ ସେଠାରେ ତାଲିବାନ କ୍ଷମତା ଦଖଲର ନିକଟତର ହେବାରେ ଲାଗିଛି । ତାଲିବାନ ଗତ କେଇ
Read More...
Close Bitnami banner
Bitnami