୮ ବର୍ଷର ସମ୍ପର୍କ ମାତ୍ର ୮୦ ଟଙ୍କା ଛିନ୍ନ ହୋଇଥିଲା

ମୁମ୍ବାଇ: ବଲିଉଡ଼ର ହାସ୍ୟ ଅଭିନେତାଙ୍କ ମଧ୍ୟରୁ କପିଲ ଶର୍ମା ହେଉଛନ୍ତି ଅନ୍ୟତମ । ଭଲ ଗୀତ ଗାଇବା ସହ ଅଭିନୟ ମଧ୍ୟ କରି ପାରନ୍ତି କପିଲ । ୨୦୧୮ ମସିହାରେ ସେ ଗିନ୍ନି ଚାଟ୍ରାଥଙ୍କୁ ବିବାହ କରିଥିଲେ । କିନ୍ତୁ ଗିନ୍ନିଙ୍କୁ ବିବାହ କରିବା ପୂର୍ବରୁ କପିଲ ଟିଭି ପ୍ରଡ଼୍ୟୁସର ପ୍ରୀତି ସିମୋସଙ୍କୁ ଭଲ ପାଉଥିଲେ । ଜାଣି ଆଶ୍ଚର୍ଯ୍ୟ ହେବେ ମାତ୍ର ୮୦ ଟଙ୍କାକୁ ନେଇ ଉଭୟଙ୍କ ମଧ୍ୟରେ ବ୍ରେକ୍‌ଅପ୍ ହୋଇଥିଲା । କପିଲ ଏକ …

୮ ବର୍ଷର ସମ୍ପର୍କ ମାତ୍ର ୮୦ ଟଙ୍କା ଛିନ୍ନ ହୋଇଥିଲା Read More »