୧୨ଶହ କୋଟିରୁ ଅଧିକ ଟଙ୍କାର ପ୍ରକଳ୍ପ ଭେଟି ଦେଲେ ନବୀନ
ଭୁବନେଶ୍ୱର: କଳାହାଣ୍ଡିରେ ଗଡ଼ିଲା ଲକ୍ଷ୍ମୀ ବସ୍ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କଳାହାଣ୍ଡି ଜିଲ୍ଲାରେ ଲକ୍ଷ୍ମୀ ବସ୍ ସେବାର ଶୁଭାରମ୍ଭ କରିଛନ୍ତି । ପ୍ରତ୍ୟେକ ଗ୍ରାମପଞ୍ଚାୟତରେ ଗଡ଼ିବ ଲକ୍ଷ୍ମୀ ବସ୍ । ଏଥିର କମ୍ ପଇସାରେ ଗନ୍ତବ୍ୟସ୍ଥଳକୁ ଯାଇପାରିବେ ଲୋକେ । ଏଣିକି ଗୋଟିଏ ସ୍ଥାନରୁ ଅନ୍ୟ ଏକ ସ୍ଥାନକୁ ଯିବା ପାଇଁ ଲୋକଙ୍କ ପାଖରେ ରହିବ ଶକ୍ତି ଓ ସାମର୍ଥ୍ୟ । ଯେଉଁ ଜିଲ୍ଲା ଅପହଞ୍ଚ ଜିଲ୍ଲା ଭାବେ ପରିଚିତ ଥିଲା, ସେହି ଜିଲ୍ଲାରେ ଏବେ …