Mission Shakti

ମହିଳା ସଶକ୍ତିକରଣ ବିରୋଧୀ ପାଲଟିଛନ୍ତି ଧର୍ମେନ୍ଦ୍ର

ଭୁବନେଶ୍ୱର : ମିଶନ ଶକ୍ତି ବନ୍ଦ କରିବାକୁ ଚକ୍ରାନ୍ତ କରୁଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଓଡ଼ିଶା ବିଜେପି ସର୍ବଦା ମହିଳା ବିରୋଧୀ ।ଏପ୍ରିଲ ୨୦୨୪ରେ ଏସଏଚଜି ମା’ମାନଙ୍କ ଦୁବାଇ ଗସ୍ତ ବାତିଲ କରାଇଛନ୍ତି ଧର୍ମେନ୍ଦ୍ର । ଏନେଇ ଧର୍ମେନ୍ଦ୍ର ପ୍ରଧାନଙ୍କ ଉପରେ ବର୍ଷିଛନ୍ତି ବିଜେଡି ସାଂସଦ ସୁଲତା ଦେଓ । ଚଳିତ ଏପ୍ରିଲ ମାସ ୨୪ ତାରିଖରେ ମା’ମାନଙ୍କର ଦୁବାଇ ଗସ୍ତ ଥିଲା । ଧର୍ମେନ୍ଦ୍ର ଇସିଆଇଙ୍କୁ ଚିଠି ଲେଖି ଏହି ଏକ୍ସପୋଜର ଭିଜିଟ ଉପରେ …

ମହିଳା ସଶକ୍ତିକରଣ ବିରୋଧୀ ପାଲଟିଛନ୍ତି ଧର୍ମେନ୍ଦ୍ର Read More »

ମାଆମାନଙ୍କୁ ପ୍ରୋତ୍ସାହନ ଯୋଗାଉଛନ୍ତି ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀଙ୍କ ପାଇଁ ମହିଳା ସଶକ୍ତିକରଣ ଏକ ସ୍ଲୋଗାନ ନୁହେଁ, ଏହାକୁ କାମରେ ପରିଣତ କରାଯାଇଛି । ପଞ୍ଚାୟତ ନିର୍ବାଚନରେ ୫୦ ପ୍ରତିଶତ ସଂରକ୍ଷଣ ଏହାର ପ୍ରତୀକ । ରାଜ୍ୟର ୫୦ ପ୍ରତିଶତ ମହିଳା । ତେଣୁ ଏହି ୫୦ ପ୍ରତିଶତ ଆଗକୁ ଗଲେ ହିଁ ରାଜ୍ୟ ଆଗେଇବ । ମାଆମାନଙ୍କୁ ଧନ୍ୟବାଦ ଯେ ମିଶନ ଶକ୍ତି ଜରିଆରେ ୭୦ ଲକ୍ଷ ମହିଳା ୬ ଲକ୍ଷ ଏସଏଚଜି ଗୋଷ୍ଠୀ ମାଧ୍ୟମରେ ଏକାଠି ହୋଇଛନ୍ତି । ଏ ସମସ୍ତ …

ମାଆମାନଙ୍କୁ ପ୍ରୋତ୍ସାହନ ଯୋଗାଉଛନ୍ତି ମୁଖ୍ୟମନ୍ତ୍ରୀ Read More »

ମିଶନ ଶକ୍ତି ମା’ଙ୍କୁ ବିନା ସୁଧରେ ମିଳିବ ୧୦ ଲକ୍ଷ ଟଙ୍କା ଯାଏ ଋଣ

ଭୁବନେଶ୍ୱର: ମିଶନ ଶକ୍ତି ମା’ଙ୍କ ପାଇଁ ଖୁସି ଖବର । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦେବେ ବଡ଼ ଉପହାର । ଏଣିକି ବିନା ସୁଧରେ ମିଳିବ ୧୦ ଲକ୍ଷ ଟଙ୍କା ଯାଏ ଋଣ । ସେହିଭଳି ୟୁନିଫର୍ମ ଓ ବ୍ଲେଜର ପାଇଁ ୭୦ ଲକ୍ଷ ମହିଳା ଓ ଦେଢ ଲକ୍ଷ ମିଶନ ଶକ୍ତି ଲିଡରଙ୍କୁ ୭୩୦ କୋଟି ଟଙ୍କାର ଆର୍ôଥକ ସହାୟତା ଦିଆଯିବ । ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି । ୫ ବର୍ଷରେ …

ମିଶନ ଶକ୍ତି ମା’ଙ୍କୁ ବିନା ସୁଧରେ ମିଳିବ ୧୦ ଲକ୍ଷ ଟଙ୍କା ଯାଏ ଋଣ Read More »

manasi prusty, konark manasi, self reliant, women empowerment, design bags, masks, creating jobs for women

ଅଭାବୀ ମହିଳାଙ୍କୁ ସ୍ୱାବଲମ୍ବୀ କରୁଛନ୍ତିି ମାନସୀ

କୋଣାର୍କର ମାନସୀ ପୃଷ୍ଟି । ଜଣେ ଉଚ୍ଚଶିକ୍ଷିତା ମହିଳା । ପିଲାଟି ଦିନରୁ କିଛି ନିଆରା କରିବାର ଝୁଙ୍କ ରହିଥିଲା ମନରେ । ଏହି ଇଚ୍ଛାଶକ୍ତି ହିଁ ଆଜି ତାଙ୍କୁ ଏକ ସ୍ୱତନ୍ତ୍ର ପରିଚୟ ଦେଇପାରିଛି । ବିଗତ ୧୦ ବର୍ଷ ହେଲା ଅଭାବୀ ମହିଳାମାନଙ୍କୁ ହସ୍ତଶିଳ୍ପ ପ୍ରସ୍ତୁତି ତାଲିମ ଦେଇ ସ୍ୱାବଲମ୍ବୀ କରିଆସୁଛନ୍ତି । ପୁରି କରୋନା ମହାମାରୀ ସମୟରେ ୨୦୨୦ ମାର୍ଚ୍ଚରୁ ଏଯାବତ୍ ୧୧ ଲକ୍ଷ ମାସ୍କ ପ୍ରସ୍ତୁତ କରିସାରିଲେଣି । ତାଙ୍କ ପ୍ରସ୍ତୁତି …

ଅଭାବୀ ମହିଳାଙ୍କୁ ସ୍ୱାବଲମ୍ବୀ କରୁଛନ୍ତିି ମାନସୀ Read More »

Scroll to Top
Close Bitnami banner
Bitnami