୧୬ରେ ଭୁବନେଶ୍ୱରରେ ରୋଡ୍ ଶୋ’ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆସନ୍ତା ୧୬ ତାରିଖରେ ଭୁବନେଶ୍ୱରରେ ରୋଡ଼ ଶୋ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏନେଇ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି । ଏହି ରୋଡ୍ ଶୋ’ ସମୟରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯିବା ନେଇ ନିଷ୍ପତ୍ତି ହୋଇଛି । ଗଙ୍ଗନଗର ଛକରୁ ଏହି ରୋଡ଼ ଶୋ’ ବାହାରି ଏଲଆଇସି ଅଫିସ, ଗୋପବନ୍ଧୁ ଛକ, ଡିଏଭି ଛକ, ଏଚଡ଼ିଏଫସି ବ୍ୟାଙ୍କ ଛକ, ନୂଆସାହି, ବେହେରା ସାହି, ନିକୋ ପାର୍କ ଛକ,ବାୟାବାବା ମଠ ଦେଇ ରୂପାଲି ଛକ …

 ୧୬ରେ ଭୁବନେଶ୍ୱରରେ ରୋଡ୍ ଶୋ’ କରିବେ ମୁଖ୍ୟମନ୍ତ୍ରୀ Read More »