ଆସନ୍ତା ସପ୍ତାହରେ ରୋଷେଇ ଘରେ ଲାଗିପାରେ ନିଆଁ, ମୋଦି ସରକାର ପୁଣି ବଢାଇବେ ଏଲପିଜି ଦର
ଲାଗୁଛି ଆଉ ସାତ ଦିନ ପରେ ରୋଷେଇ ଘରେ ହାହାକାର ମଚିବାକୁ ଯାଉଛି । କାରଣ ମୋଦି ସରକାର ପୁଣିଥରେ ରୋଷେଇ ଗ୍ୟାସ୍ ଦାମ ବଢାଇ ପାରନ୍ତି । କୁହାଯାଉଛି ଯେ, ଦର ବଢାଇବା ପାଇଁ କେନ୍ଦ୍ର ସରକାର ମନସ୍ଥ କରି ସାରିଛନ୍ତି । ଗ୍ୟାସ୍ ସିଲିଣ୍ଡର ପିଛା କଂପାନୀଙ୍କୁ ୧ଶହ ଟଙ୍କା କ୍ଷତି ହେଉଥିବାରୁ ସରକାର ଦର ବଢାଇବେ । ଯଦି ଦରବୃଦ୍ଧି ପାଇଁ କମ୍ପାନୀଙ୍କୁ ସରକାର ସବୁଜ ସଂକେତ ଦିଅନ୍ତି ତେବେ ଏହା ୫ମ …
ଆସନ୍ତା ସପ୍ତାହରେ ରୋଷେଇ ଘରେ ଲାଗିପାରେ ନିଆଁ, ମୋଦି ସରକାର ପୁଣି ବଢାଇବେ ଏଲପିଜି ଦର Read More »