odisha news

ପୁଣି କଲବଲ କରିବ ଗରମ ଓ ଗୁଳୁଗୁଳି

ଆଜି ବି କଲବଲ କରିବ ଗରମ ଓ ଗୁଳୁଗୁଳି । ଉପକୂଳ ଜିଲ୍ଲାକୁ ଚେତାବନୀ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ବାଲେଶ୍ୱର , ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, କଟକ, ନୟାଗଡ଼ ଓ ଯାଜପୁର ଜିଲ୍ଲାକୁ ଗରମ ଓ ଗୁଳୁଗୁଳି ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଆଜିଠୁ ୨୩ ପର୍ଯ୍ୟନ୍ତ ବିଭିନ୍ନ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସହ ଘଡ଼ଘଡ଼ି ପାଇଁ ମଧ୍ୟ ଚେତାବନୀ ଜାରି କରାଯାଇଛି। …

ପୁଣି କଲବଲ କରିବ ଗରମ ଓ ଗୁଳୁଗୁଳି Read More »

କର୍ଫ୍ୟୁ ପାଇଁ ଆକାଶ ଛୁଆଁ ପରିବା ଦର

ବାଲେଶ୍ୱର: ବାଲେଶ୍ୱରରେ ଲାଗିଥିବା କର୍ଫ୍ୟୁ ପ୍ରଭାବରେ ପରିବା ଦର ଆକାଶ ଛୁଆଁ ହୋଇଛି। ସବୁ ପରିବା ଦର କିଲୋ ପ୍ରତି ପାଖାପାଖି ୧୦୦ ଟଙ୍କା । ଟମାଟୋ, ପିଆଜ ଦର ୧୦୦ ଉପରେ ଥିବା ବେଳେ କଲରା ୧୦୦, ପୋଟଳ ୮୦, ବାଇଗଣ ୧୦୦, ଝୁଡ଼ଙ୍ଗ ୮୦ ଟଙ୍କା ଛୁଇଁଛି ଦର । ପରିବା ଦର ବୃଦ୍ଧିକୁ ନେଇ ଚିନ୍ତାରେ ପଡ଼ିଛନ୍ତି ଖାଉଟି। ଏଣେ ବାଲେଶ୍ୱର ସହରରେ ବନ୍ଦ ରହିଛି ଇଣ୍ଟରନେଟ ସେବା। ଶାନ୍ତି ଶୃଙ୍ଖଳା ବଜାୟ …

କର୍ଫ୍ୟୁ ପାଇଁ ଆକାଶ ଛୁଆଁ ପରିବା ଦର Read More »

ରଜରେ ଲୋକଙ୍କୁ କଲବଲ କରିବ ଗୁଳୁଗୁଳି

ଭୁବନେଶ୍ୱର : ଅଗ୍ରସର ହେଉନି ମୌସୁମୀ ଫଳରେ ରାଜ୍ୟରେ କମୁନି ଗରମ ଏବଂ ଗୁଳୁଗୁଳି । ରଜରେ ମଧ୍ୟ ଲୋକଙ୍କୁ ଗୁଳୁଗୁଳି କଲବଲ କରିବବୋଲି ପୂର୍ବାନୁମାନ କରାଯାଇଛି । ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶିକା ମନୋରମା ମହାନ୍ତି ଗଣମାଧ୍ୟମକୁ ଏନେଇ ସୂଚନା ଦେଇଛନ୍ତି । ଏବେ ମାଲକାନଗିରି, କୋରାପୁଟରେ ପ୍ରବେଶ କରିଛି ମୌସୁମୀ ବାୟୁ । ଅନ୍ୟ ଅଞ୍ଚଳକୁ ୩ରୁ ୪ ଦିନରେ ଅଗ୍ରସର ହୋଇପାରେ ମୌସୁମୀ । ଆଗାମୀ ୫ ଦିନ ଯାଏଁ ଦକ୍ଷିଣ ଓଡ଼ିଶାରେ …

ରଜରେ ଲୋକଙ୍କୁ କଲବଲ କରିବ ଗୁଳୁଗୁଳି Read More »

ରଘୁବର ଦାସ ହେଲେ ଓଡ଼ିଶାର ନୂଆ ରାଜ୍ୟପାଳ

ଭୁବନେଶ୍ୱର: ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେପିର ରାଷ୍ଟ୍ରୀୟ ଉପସଭାପତି ରଘୁବର ଦାସ ହେଲେ ଓଡ଼ିଶାର ନୂଆ ରାଜ୍ୟପାଳ । ରାଷ୍ଟ୍ରପତି ଦୌପଦୀ ମୁର୍ମୁ ଦେଇଛନ୍ତି ଏହି ନିଯୁକ୍ତି । ଏବେ ଓଡ଼ିଶାର ରାଜ୍ୟପାଳ ଭାବେ ପ୍ରଫେସର ଗଣେଶୀ ଲାଲ କାର୍ଯ୍ୟ କରୁଛନ୍ତି । ତାଙ୍କ ସ୍ଥାନ ନେବେ ରଘୁବର । ପ୍ରଫେସର ଗଣେଶୀ ଲାଲ ୨୦୧୮ରେ ଓଡ଼ିଶାର ରାଜ୍ୟପାଳ ହୋଇଥିଲେ । ତାଙ୍କ କାର୍ଯ୍ୟକାଳ ୨୦୨୩ ମେ ମାସରେ ଶେଷ ହୋଇଥିଲା । ଏହାପରେ ତାଙ୍କ …

ରଘୁବର ଦାସ ହେଲେ ଓଡ଼ିଶାର ନୂଆ ରାଜ୍ୟପାଳ Read More »

ସମର୍ଥକଙ୍କ ଗହଣରେ ପାଳିବେନି ଜନ୍ମଦିନ

ଭୁବନେଶ୍ୱର: ଆଜି ଭାରତୀୟ ରାଜନୀତିର ବଳିଷ୍ଠ ବ୍ୟକ୍ତିତ୍ୱ ତଥା ଓଡ଼ିଶାର ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଜନ୍ମଦିନ । ୭୮ ବର୍ଷରେ ପାଦ ଥାପିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଚଳିତ ବର୍ଷ ନିଜ ଜନ୍ମଦିନ ପାଳିବେନି ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ । ଗତ ମାସରେ ତାଙ୍କ ବଡ଼ ଭଉଣୀ ଗୀତା ମେହେଟ୍ଟାଙ୍କ ପରଲୋକ ହୋଇଥିବା କାରଣରୁ ଚଳିତ ବର୍ଷ ସେ ଜନ୍ମଦିନ ପାଳିବେ ନାହିଁ । ଜନ୍ମଦିନ ଅବସରରେ ନବୀନ ନିବାସକୁ ଶୁଭେଚ୍ଛୁମାନଙ୍କୁ ନ ଆସିବାକୁ …

ସମର୍ଥକଙ୍କ ଗହଣରେ ପାଳିବେନି ଜନ୍ମଦିନ Read More »

ବାତ୍ୟା ରୋକିବ ହେନ୍ତାଳ ବଣ, ବଜ୍ରପାତରୁ ବଞ୍ଚାଇବ ତାଳ ଗଛ

ଭୁବନେଶ୍ୱର : ବାତ୍ୟାରୁ ସୁରକ୍ଷା ଦେବ ହେନ୍ତାଳବଣ । ବଜ୍ରପାତରୁ ବଞ୍ଚାଇବ ବି ତାଳଗଛ । ଉପକୂଳ ଅଞ୍ଚଳଳରେ ହେନ୍ତାଳବଣ ବାତ୍ୟା ବିପକ୍ଷରେ ପ୍ରାକୃତିକ ସୁରକ୍ଷା ପ୍ରାଚୀର ଭାବେ କାର୍ଯ୍ୟ କରୁଛି । ସେଥିପାଇଁ ଘଞ୍ଚହେନ୍ତାଳ ଜଙ୍ଗଲ ସୃଷ୍ଟି କରିବାକୁ କୃଷି ଓ ଜଙ୍ଗଲ ବିଭାଗକୁ ନିର୍ଦ୍ଦେଶ ଦିଆଯାଇଛିି । ଏଥିସହ ବଜ୍ରପାତରେ ହେଉଥିବା ମୃତ୍ୟୁକୁ ରୋକିବା ପାଇଁ ବ୍ୟାପକ ତାଳଗଛ ରୋପଣ ଅଭିଯାନ ଆରମ୍ଭ କରିବାକୁ ପରାମର୍ଶ ଦିଆଯାଇଛି । ବିପର୍ଯ୍ୟୟ ପରିଚାଳନା ପାଇଁ ଗଠିତ …

ବାତ୍ୟା ରୋକିବ ହେନ୍ତାଳ ବଣ, ବଜ୍ରପାତରୁ ବଞ୍ଚାଇବ ତାଳ ଗଛ Read More »

RSS
Follow by Email
Scroll to Top
Close Bitnami banner
Bitnami