Browsing Tag

taliban

ଯାହା ପାଇଁ ଇମ୍ରାନ ଓକିଲାତି କରୁଛନ୍ତି, ସେମାନେ ତାଙ୍କୁ କହିଲେ ‘କଣ୍ଢେଇ’ !

ତାଲିବାନ ଫେରିବାକୁ ନେଇ ଯଦି ସବୁଠାରୁ କିଏ ଅଧିକା ଖୁସି ଥିଲା ଓ ଅଛି ତେବେ ସେଇ ଦେଶ ହେଉଛି ପାକିସ୍ତାନ । କାରଣ ଆଫଗାନିସ୍ତାନରେ ତାଲିବାନ ଅର୍ଥ ପାକିସ୍ତାନକୁ ତା’ର ଆତଙ୍କ ଫ୍ୟାକ୍ଟ୍ରି ପାଇଁ ଆଫଗାନିସ୍ତାନ ଭଳି ଉର୍ବର ମାଟି ମିଳିବା । ତେଣୁ ପାକିସ୍ତାନ ବିଶ୍ୱ ସମ୍ପ୍ରଦାୟକୁ ତୁରନ୍ତ
Read More...

ତାଲିବାନ ‘ଗୃହମନ୍ତ୍ରୀ’ର ମୁଥ ମାଡରେ ‘ଉପ-ପ୍ରଧାନମନ୍ତ୍ରୀ’ ଆହତ

ତାଲିବାନ କବଜାରେ ଆଫଗାନିସ୍ତାନର ସ୍ଥିତି ସେଇ ବସ ଭଳି ହୋଇଛି ଯାହାର ଅଧା ଯାତ୍ରୀ ଗାଡି ଡ୍ରାଇଭର ହେବାକୁ ଚାହାନ୍ତି ଓ ବାକି ଅଧା କଣ୍ଡକ୍ଟର । କିଏ ଡ୍ରାଇଭର ହେବ ଓ କିଏ କଣ୍ଡକ୍ଟର ହୋଇ ପଇସା ଆଦାୟ କରିବ ତାକୁ ନେଇ ଯଦି ବସ ଭିତରେ ଝଗଡା ହୁଏ ତେବେ ବସର ଭାଗ୍ୟ କ’ଣ ହେବ ତାହା ସମସ୍ତେ
Read More...

ତାଲିବାନର ଅଭିଯୋଗ ଆମେରିକା ଆମକୁ ଠକିଛି, ଜାଣିଶୁଣି ଖରାପ କରିଦେଲା ସବୁ ବିମାନ

ଅଗଷ୍ଟ ୧୫ ତାରିଖରେ କାବୁଲ ଉପରେ ତାଲିବାନର କବଜା ସହିତ ପୁରା ଦୁନିଆ ଚମକି ପଡିଥିଲା । ଆଫଗାନିସ୍ତାନ ଉପରେ ତାଲିବାନର କବଜାକୁ ନେଇ ଦୁନିଆ ଯେତିକି ତାଜୁବ ନଥିଲା ତା’ଠାରୁ ଅଧିକ ତାଜୁବ ହୋଇଥିଲା ଯେଉଁ ଢଙ୍ଗରେ ଆମେରିକା ତା’ର ଆଧୁନିକ ବିମାନ ସବୁକୁ ତାଲିବାନ ପାଇଁ ଛାଡି ଯାଇଥିଲା । ୬
Read More...

ଆଫଗାନିସ୍ତାନରେ ‘ବଚ୍ଚାବାଜୀ’ ପରମ୍ପରା କ’ଣ ? ଯେଉଁଥିରେ ଛୋଟ ପିଲାଙ୍କ ଦ୍ୱାରା କରାଯାଇଥାଏ ଘୃଣ୍ୟ କାମ..

ତାଲିବାନ ଆଫଗାନିସ୍ତାନକୁ ନିଜ ଅଧିକାରକୁ ନେବା ପରଠାରୁ ସେହି ଦେଶର ନାଗରିକ ଆତଙ୍କ ଭିତରେ ଯିଇଁବାକୁ ବାଧ୍ୟ । ପୁରା ଦେଶକୁ ତାଲିବାନ ସିଲ୍ କରିଦେଇଥିବା ବେଳେ ମହିଳାଙ୍କ ଉପରେ ଆରମ୍ଭ ହୋଇଗଲାଣି ଅତ୍ୟାଚାର । ତାଲିବାନ କ୍ଷମତାକୁ ଆସିବା ସହିତ ମହିଳାଙ୍କ ଅଧିକାର ଆଉ କିଛି ରହିବ ନାହିଁ
Read More...

ହକ୍କାନୀ ନେଟୱର୍କକୁ କାହିଁକି ଡରୁଛି ଭାରତ ?

ଆଫଗାନିସ୍ତାନ ଉପରେ ତାଲିବାନର କବଜା ପରେ ପୁରା ଦୁନିଆ ସହିତ ଭାରତର ଚିନ୍ତା ମଧ୍ୟ ବଢିଯାଇଛି । ଏହାର କାରଣ ହେଉଛି ତାଲିବାନ ସହିତ ଦୁଇଟି ବିପଜ୍ଜନକ ସଂଗଠନର ସମ୍ପର୍କ । ଏହି ଦୁଇ ସଂଗଠନର ନାମ ହେଉଛି ହକ୍କାନୀ ନେଟୱର୍କ ଓ ଅଲକାଏଦା । ତାଲିବାନର ଅଧିକାଂଶ ସୈନିକ ହକ୍କାନୀ ନେଟୱର୍କ ସହିତ
Read More...

ତାଲିବାନ କବଜାରେ ଆଫଗାନିସ୍ତାନ, କୁଆଡେ ଦେଶର ‘ୱାର ଲର୍ଡ୍ସ’ ?

ଆଫଗାନିସ୍ତାନରେ ତାଲିବାନର ଦ୍ୱିତୀୟ ପାଳି ଆରମ୍ଭ ହୋଇ ସାରିଛି । ତାଲିବାନ ପୁଣିଥରେ ବଳପୂର୍ବକ କ୍ଷମତା ଦଖଲ କରିଛି । ଯାହା ଆଫଗାନିସ୍ତାନ ପାଇଁ କିଛି ନୂଆ ନୁହେଁ । କାରଣ ୧୯୬୦ ଦଶକରୁ ଆଫଗାନିସ୍ତାନରେ କୌଣସି ସରକାର ନିଜ ଇଛାରେ କ୍ଷମତା ଛାଡି ନାହିଁ । କେତେବେଳେ ସାମରିକ ବିଦ୍ରୋହ ତ’
Read More...

୪୬ ବର୍ଷ ତଳେ ଏମିତି ବେଜିତ୍ ହୋଇ ଭିଏତନାମ ଛାଡିଥିଲା ଆମେରିକା, ଏବେ ଆଫଗାନିସ୍ତାନରେ ଗର୍ବ ଭାଙ୍ଗିଲା ତାଲିବାନ

ଆଫଗାନିସ୍ତାନରୁ ଯେଉଁଭଳି ତରବରିଆ ଭାବେ ଅଙ୍କଲ ସାମ୍ ନିଜ ସୈନିକଙ୍କୁ ଫେରାଇ ଆଣିଲେ ତାହା ୪୬ ବର୍ଷ ତଳର ଘଟଣାକୁ ମନେ ପକାଇ ଦେଉଛି । ପୂର୍ବ ଏସିଆର ଭିଏତନାମରେ ଆମେରିକା ଠିକ ଏକାଭଳି ପରିସ୍ଥିତିର ସମ୍ମୁଖୀନ ହୋଇଥିଲା । ସେତେବେଳେ ଆମେରିକା ଭିଏତନାମ ଆସିଥିଲା କମ୍ୟୁନିଜମ ନାମକ ରୋଗରୁ
Read More...

୬ ଲକ୍ଷ କୋଟି ଟଙ୍କା ଖର୍ଚ୍ଚରେ ତିଆରି ସେନା କେମିତି ତାଲିବାନ ଆଗରେ ଆଣ୍ଠେଇ ପଡିଲା ?

କାବୁଲ ଏବେ ତାଲିବାନ କବଜାରେ । ତାଲିବାନ କାବୁଲ ଭିତରକୁ ପ୍ରବେଶ ପୂର୍ବରୁ ସରକାରୀ ସେନା ଅଧିକାରୀ ଓ ସୈନିକଙ୍କୁ କ୍ଷମାଦାନ କଥା କହିଥିଲା । ଏହା ଭିତରେ ସମସ୍ତଙ୍କ ମନରେ ଗୋଟିଏ ପ୍ରଶ୍ନ ଉଠୁଛି ଯେ, ଗୋଟିଏ ଆତଙ୍କବାଦୀ ସଂଗଠନ କେମିତି ମାତ୍ର କେଇ ଦିନ ଭିତରେ ଦେଶର ସେନାକୁ ଛତ୍ରଭଙ୍ଗ
Read More...

ତାଲିବାନ ଆଗରେ ସରକାରର ଆତ୍ମସମର୍ପଣ, ଲୋକ କହୁଛନ୍ତି ସରକାର ଆମକୁ ବିକ୍ରି କରିଦେଲେ

ଆଫଗାନିସ୍ତାନର ଦୁଇଟି ବଡ ସହର କାନ୍ଦାହାର ଓ ହେରାତ ଉପରେ ତାଲିବାନର ସମ୍ପୂର୍ଣ୍ଣ ନିୟନ୍ତ୍ରଣ ଆସି ସାରିଛି । ଏଣେ ହୁଏତ ଆପଣ ଏହି ରିପୋର୍ଟ ପଢିବା ବେଳକୁ ରାଜଧାନୀ କାବୁଲ ଉପରେ ତାଲିବାନର କବଜା ହୋଇ ସାରିଥିବ । କାରଣ ତାଲିବାନ କାବୁଲର ଦୁଆର ମୁହଁରେ ପହଞ୍ଚି ସାରିଥିବା ବେଳେ ରାଷ୍ଟ୍ରପତି
Read More...

ଆଫଗାନସ୍ଥାନୀ ମହିଳାଙ୍କୁ ‘ଯୌନଦାସୀ’ କରୁଛି ତାଲିବାନ, ବଳପୂର୍ବକ ଘରୁ ହେଉଛି ଅପହରଣ

ତାଲିବାନ୍ ଧିରେ ଧିରେ ଆଫଗାନିସ୍ତାନ ଉପରେ ନିଜ କବଜା ମଜବୁତ କରିବାରେ ଲାଗିଛି । ଆମେରିକା ହାତ ଛାଡିବା ପରେ ଏବେ ତାଲିବାନ ଦେଶର ବଡ ଭୂଭାଗ ଉପରେ ନିଜ କବଜା ଜମାଇ ସାରିଲାଣି । ଏହାରି ଭିତରେ ଏମିତି ଖବର ଆସୁଛି ଯାହା ଦୁନିଆକୁ ବିବ୍ରତ କରୁଛି । କୁହାଯାଉଛି ଯେ, ତାଲିବାନ ଆଫଗାନୀ ଯୁବତୀ,
Read More...
Close Bitnami banner
Bitnami